Leviticus 18:25 — Compare Translations
5 translations compared side by side
Odia - 1840
"ସମାନେେ ଦେଶକୁ ଅଶୁଚି କରିଛନ୍ତି। ଏଣୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉ ଅଛୁ ଓ ସହେି ଦେଶ ତାହାର ନାବାସୀମାନଙ୍କୁ ଉଦ୍ଗାର କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦେଶକୁ ଅଶୁଚି କରିଛନ୍ତି। ଏଣୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉ ଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।