Leviticus 18:26 — Compare Translations
5 translations compared side by side
Odia - 1840
" ତେଣୁ ତୁମ୍ଭମାନେେ ଆମ୍ଭର ବ୍ଯବସ୍ଥା ଓ ବିଧି ପାଳନ କରିବ। ସ୍ବଦେଶୀଯ ହେଉ ବା ବିଦେଶୀଯ ହେଉ ତୁମ୍ଭମାନେେ ଏହି ସକଳ ଘୃଣା ଯୋଗ୍ଯ କର୍ମ ମଧ୍ଯରୁ କୌଣସି କର୍ମ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଶାସନ ପାଳନ କରିବ, ସ୍ଵଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ଓ ବିଧି ପାଳନ କରିବ। ସ୍ୱଦେଶୀୟ ହେଉ ବା ବିଦେଶୀୟ ହେଉ ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।