Leviticus 18:27 — Compare Translations

5 translations compared side by side

Odia - 1840
"କାରଣ ତୁମ୍ଭର ପୂର୍ବବର୍ତ୍ତୀ ଦେଶବାସୀ ଏହିସବୁ ଘୃଣା ଯୋଗ୍ଯ କର୍ମକରି ଦେଶକୁ ଅଶୁଚି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭର ପୂର୍ବବର୍ତ୍ତୀ ଦେଶବାସୀ ଏହିସବୁ ଘୃଣାଯୋଗ୍ୟ କର୍ମ କରି ଦେଶକୁ ଅଶୁଚି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।