Leviticus 18:28 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯଦି ସହେି ଘୃଣା ଯୋଗ୍ଯ କର୍ମ କର, ତବେେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସହେିପରି ସେ ତୁମ୍ଭମାନଙ୍କୁ ଉଦ୍ଗାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସେପରି ତୁମ୍ଭମାନଙ୍କୁ ହିଁ ଉଦ୍ଗାର କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ସେହି ଘୃଣାଯୋଗ୍ୟ କର୍ମ କର, ତେବେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସେହିପରି ସେ ତୁମ୍ଭମାନଙ୍କୁ ବି ଉଦ୍ଗାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।