Leviticus 18:3 — Compare Translations
5 translations compared side by side
Odia - 1840
"ଅତୀତ ରେ ତୁମ୍ଭମାନେେ ମିଶର ଦେଶ ରେ ବାସ କରୁଥିଲ, ସହେି ଦେଶ ରେ ସମାନେେ କଲାପରି, ତୁମ୍ଭମାନେେ କରିବା ଉଚିତ୍ ନୁହଁ। ପୁଣି ଯେଉଁ କିଣାନ ଦେଶକୁ ମୁଁ ତୁମ୍ଭମାନଙ୍କୁ ଦବୋକୁ ଯାଉଅଛି, ସଠାେରେ ବାସ କରୁଥିବା ଲୋକମାନଙ୍କର ପ୍ରଥା ଅନୁସରଣ କରିବ ନାହିଁକିମ୍ବା ସମାନଙ୍କେର ପ୍ରଥା ଅନୁସରୋ ଚଳିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚଳିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ତୁମ୍ଭେମାନେ ମିଶର ଦେଶରେ ବାସ କରୁଥିଲ, ସେହି ଦେଶରେ ସେମାନେ କଲାପରି, ତୁମ୍ଭେମାନେ କରିବା ଉଚିତ୍ ନୁହଁ। ପୁଣି ଯେଉଁ କିଣାନ ଦେଶକୁ ମୁଁ ତୁମ୍ଭମାନଙ୍କୁ ଦେବାକୁ ଯାଉଅଛି, ସେଠାରେ ବାସ କରୁଥିବା ଲୋକମାନଙ୍କର ପ୍ରଥା ଅନୁସରଣ କରିବ ନାହିଁ କିମ୍ବା ସେମାନଙ୍କର ପ୍ରଥା ଅନୁସାରେ ଚଳିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)