Leviticus 18:4 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭର ବିଧି ଓ ବ୍ଯବସ୍ଥା ପାଳନ କରିବ ଓ ତଦନୁସା ରେ ଆଚରଣ କରିବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ ଓ ତଦନୁସାରେ ଆଚରଣ କରିବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।