Leviticus 18:5 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ଆମ୍ଭର ବ୍ଯବସ୍ଥା ଓ ଆମ୍ଭର ବିଧି ପାଳନ କରିବ, ତାହା କଲେ ତୁମ୍ଭମାନେେ ବଞ୍ଚିବ। ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭର ବିଧି ପାଳନ କରିବ, ତାହା କଲେ ତୁମ୍ଭେମାନେ ବଞ୍ଚିବ। ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।