Leviticus 18:6 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଆପଣା କୁଟୁମ୍ବ ସହିତ ଦୈହିକ ସଂପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ଵ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଆପଣା କୁଟୁମ୍ବ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।