Leviticus 18:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର ପିତାଙ୍କ ଭାର୍ୟ୍ଯା ସହିତ ଦୈହିକ ସଂପର୍କ ରଖିବ ନାହିଁ, ଯଦିଓ ସେ ତୁମ୍ଭର ମାଆ ନୁହେଁ, ତାହା ତୁମ୍ଭର ପିତାଙ୍କ ପ୍ରତି ଅସମ୍ମାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ପିତାଙ୍କ ଭାର୍ଯ୍ୟା ସହିତ ଦୈହିକ ସମ୍ପର୍କ ରଖିବ ନାହିଁ, ଯଦିଓ ସେ ତୁମ୍ଭର ମା ନୁହେଁ, ତାହା ତୁମ୍ଭର ପିତାଙ୍କ ପ୍ରତି ଅସମ୍ମାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।