Leviticus 19:10 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭର ଦ୍ରାକ୍ଷାକ୍ଷେତ୍ରରୁ ସଂପୂର୍ଣ୍ଣ ଦ୍ରାକ୍ଷା ଖୁଣ୍ଟି ତୋଳିବ ନାହିଁ କିମ୍ବା କ୍ଷେତ୍ର ରେ ପଡିଥିବା ଫଳ ସାଉଣ୍ଟିବ ନାହିଁ। ସଗେୁଡିକୁ ଦରିଦ୍ର ଓ ବିଦେଶୀମାନଙ୍କ ପାଇଁ ଛାଡିଦବେ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭର ଦ୍ରାକ୍ଷାକ୍ଷେତ୍ରରୁ ସମ୍ପୂର୍ଣ୍ଣ ଦ୍ରାକ୍ଷା ଖୁଣ୍ଟି ତୋଳିବ ନାହିଁ କିମ୍ବା କ୍ଷେତ୍ରରେ ପଡ଼ିଥିବା ଫଳ ସାଉଣ୍ଟିବ ନାହିଁ। ସେଗୁଡ଼ିକୁ ଦରିଦ୍ର ଓ ବିଦେଶୀମାନଙ୍କ ପାଇଁ ଛାଡ଼ିଦେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ି ଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।