Leviticus 19:11 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଚୋରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ଯା କହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଗ୍ଭେରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ୟା କହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।