Leviticus 19:12 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ଆମ୍ଭ ନାମ ନଇେ ମିଥ୍ଯା ରାଣ କରିବ ନାହିଁ। ତାହାହେଲେ ତୁମ୍ଭମାନେେ ଆପଣା ପରମେଶ୍ବରଙ୍କ ନାମ ଅପବିତ୍ର କରିବ, ଆମ୍ଭେ ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ରାଣ କରିବ ନାହିଁ। ତାହାହେଲେ ତୁମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ, ଆମ୍ଭେ ସଦାପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।