Leviticus 19:13 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରିବ ନାହିଁ ଓ ତାଙ୍କଠାରୁ ଚୋରି କରିବ ନାହିଁ। ପୁଣି ବତନଜେୀବିର ବତନେ ରାତ୍ରିଠାରୁ ସକାଳ ୟାଏ ତୁମ୍ଭ ପାଖ ରେ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ । ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ତାଙ୍କଠାରୁ ଗ୍ଭେରି କରିବ ନାହିଁ। ପୁଣି ବେତନଜୀବିର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।