Leviticus 19:14 — Compare Translations

5 translations compared side by side

Odia - 1840
"ତୁମ୍ଭେ ବଧିରକୁ ଅଭିଶାପ ଦବନୋହିଁ ଓ ଅନ୍ଧ ଆଗ ରେ ଝୁଣ୍ଟିବାର ବସ୍ତ୍ର ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ବରଙ୍କର ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବଧିରକୁ ଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ବସ୍ତୁ ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ।