Leviticus 19:15 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ବିଚାର ରେ ପକ୍ଷପାତ କରିବ ନାହିଁ, ତୁମ୍ଭମାନେେ ଦରିଦ୍ର ପ୍ରତି ସ୍ବତନ୍ତ୍ର ସୁବିଧା ଦବେ ନାହିଁ କିମ୍ବା ବିଚାର ରେ ଧନୀ ପ୍ରତି ଅଦିକ ଗୁରୁତ୍ଯ ଦବେ ନାହିଁ। ତୁମ୍ଭର ପୋଡେଶୀମାନଙ୍କ ପ୍ରତି ନ୍ଯାଯ ବିଚାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ବିଗ୍ଭରରେ ପକ୍ଷପାତ କରିବ ନାହିଁ, ତୁମ୍ଭେମାନେ ଦରିଦ୍ର ପ୍ରତି ସ୍ୱତନ୍ତ୍ର ସୁବିଧା ଦେବ ନାହିଁ କିମ୍ବା ବିଗ୍ଭରରେ ଧନୀ ପ୍ରତି ଅଧିକ ଗୁରୁତ୍ୱ ଦେବ ନାହିଁ। ତୁମ୍ଭର ପଡ଼ୋଶୀମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।