Leviticus 19:17 — Compare Translations
5 translations compared side by side
Odia - 1840
"ତୁମ୍ଭେ ହୃଦଯ ରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ଯାଯ କରେ ତବେେ ତାକୁ ଅନୁ ଯୋଗ କରିବ, ମାତ୍ର ତାକୁ କ୍ଷମା ଦବେ। ତା ହେଲେ ତୁମ୍ଭେ ପାପରେ ଭାଗି ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମନେ ମନେ ଆପଣା ଭାଇକି ଘୃଣା କରିବ ନାହିଁ; ତୁମ୍ଭେ ନିତା; ଆପଣା ପ୍ରତିବାସୀକି ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ପାପ ଭୋଗିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହୃଦୟରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ୟାୟ କରେ ତେବେ ତାକୁ ଅନୁଯୋଗ କରିବ, ମାତ୍ର ତାକୁ କ୍ଷମା ଦେବ। ତା’ହେଲେ ତୁମ୍ଭେ ପାପର ଭାଗି ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।