Leviticus 19:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ବଷେ କରିବ ନାହିଁ। ବରଂ ଆପଣା ପ୍ରତିବେଶୀକୁ ଆତ୍ମାତୁଲ୍ଯ ପ୍ ରମେ କରିବ, ଆମ୍ଭେ ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ଵେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ। ବରଂ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ, ଆମ୍ଭେ ସଦାପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।