Leviticus 19:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନେେ ପବିତ୍ର ହବେ। କାରଣ ଆମ୍ଭେ ସଦାପ୍ରଭୁ କୁମ୍ଭମାନଙ୍କର ପରମେଶ୍ବର ପବିତ୍ର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ପବିତ୍ର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ କୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।