Leviticus 19:21 — Compare Translations

5 translations compared side by side

Odia - 1840
"ପୁଣି ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମାଗମ ତମ୍ବୁ ଦ୍ବାର ନିକଟକୁ ଆପଣାର ଦୋଷାର୍ଥକ ବଳି ଅର୍ଥାତ୍ ଦୋଷାର୍ଥକ ମଷେ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ଵୁଦ୍ଵାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍, ଦୋଷାର୍ଥକ ମେଷ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି ଅର୍ଥାତ୍ ଦୋଷାର୍ଥକ ମେଷ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍‍, ଦୋଷାର୍ଥକ ମେଷ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍‍, ଦୋଷାର୍ଥକ ମେଷ ଆଣିବ।