Leviticus 19:26 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ରକ୍ତ ସହିତ କୌଣସି ଦ୍ରବ୍ଯ ଭୋଜନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ। “ଆଉ ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।