Leviticus 19:27 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ନିଜ ନିଜ ମସ୍ତକର କଣସବୁ ଗୋଲାକାର କରିବ ନାହିଁ କିମ୍ବା ନିଜ ନିଜ ଦାଢିର କୋଣ ମୁଣ୍ଡନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ତନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ନିଜ ନିଜ ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ କିମ୍ବା ନିଜ ନିଜ ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।