Leviticus 19:29 — Compare Translations

5 translations compared side by side

Odia - 1840
"ତୁମ୍ଭେ ନିଜର କନ୍ଯାକୁ ବେଶ୍ଯା କରି ଅପବିତ୍ର କରିବ ନାହିଁ। ତାହାହେଲେ ଦେଶ ବେଶ୍ଯାପୃତ୍ତି ରେ ପତିତ ହବେ ଓ ଦେଶ ପାପରେ ପରିପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ନିଜର କନ୍ୟାକୁ ବେଶ୍ୟା କରି ଅପବିତ୍ର କରିବ ନାହିଁ। ତାହାହେଲେ ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ପାପରେ ପରିପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।