Leviticus 19:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ପ୍ରେତ୍ୟକକ ନିଜ ନିଜ ପିତା ମାତାଙ୍କୁ ଭୟ ଓ ସମ୍ମାନ କରିବ। ଏବଂ ମାରେବିଶ୍ରାମ ଦିନ ପାଳନ କରିବ, କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପିତାମାତାଙ୍କୁ ଭୟ ଓ ସମ୍ମାନ କରିବ। ଏବଂ ମୋର ବିଶ୍ରାମ ଦିନ ପାଳନ କରିବ, କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।