Leviticus 19:31 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଭୁତୁଡିଆ କି ଗୁଣିଆମାନଙ୍କର ଅନୁସରଣ କରନାହିଁ। ସମାନଙ୍କେ ନିକଟକୁ ଗଲେ, ସମାନଙ୍କେର ଦ୍ବାରା ଅପବିତ୍ର ହବେ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ଵାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ଵେଷଣ କର ନାହିଁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ। ସେମାନଙ୍କ ନିକଟକୁ ଗଲେ, ସେମାନଙ୍କର ଦ୍ୱାରା ଅପବିତ୍ର ହେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।