Leviticus 19:33 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନଙ୍କ ପ୍ରତି ମନ୍ଦ ଆଚରଣ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନଙ୍କ ପ୍ରତି ମନ୍ଦ ଆଚରଣ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।