Leviticus 19:34 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସ୍ବଦେଶୀମାନଙ୍କ ପ୍ରତି ଯେପରି ଆଚରଣ କରିବ, ତୁମ୍ଭ ସହବାସୀ ବିଦେଶୀମାନଙ୍କ ପ୍ରତି ମଧ୍ଯ ସହେିପରି ଆଚରଣ କରିବ। ତୁମ୍ଭେ ସମାନଙ୍କେୁ ଆତ୍ମତୁଲ୍ଯ ପ୍ ରମେ କରିବ। କାରଣ ମିଶର ଦେଶ ରେ ତୁମ୍ଭମାନେେ ବିଦେଶୀ ଥିଲ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭମାନଙ୍କର ସ୍ଵଦେଶୀୟ ଲୋକ; ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସ୍ୱଦେଶୀମାନଙ୍କ ପ୍ରତି ଯେପରି ଆଚରଣ କରିବ, ତୁମ୍ଭ ସହବାସୀ ବିଦେଶୀମାନଙ୍କ ପ୍ରତି ମଧ୍ୟ ସେହିପରି ଆଚରଣ କରିବ। ତୁମ୍ଭେ ସେମାନଙ୍କୁ ଆତ୍ମତୁଲ୍ୟ ପ୍ରେମ କରିବ। କାରଣ ମିଶର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)