Leviticus 19:35 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ବିଚାର କଲା ବେଳେ କିମ୍ବା ମାପ କି ତୌଲ କଲା ବେଳେ ଅଧର୍ମ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ବିଗ୍ଭର କଲାବେଳେ କିମ୍ବା ମାପ କି ତୌଲ କଲାବେଳେ ଅଧର୍ମ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ।

Recommended Reading