Leviticus 19:36 — Compare Translations
5 translations compared side by side
Odia - 1840
"ଯଥାର୍ଥ ଦଣ୍ଡି, ଯଥାର୍ଥ ବଟକରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହବେ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥାର୍ଥ ଦଣ୍ତି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହେବ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।