Leviticus 19:37 — Compare Translations

5 translations compared side by side

Odia - 1840
"ଏଣୁ ତୁମ୍ଭମାନେେ ମାରେ ସମସ୍ତ ବ୍ଯବସ୍ଥା ଓ ସମସ୍ତ ବିଧି ମାନ୍ଯକରି ପାଳନ କରିବ। ଚିରଦିନ ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ତୁମ୍ଭେମାନେ ମୋର ସମସ୍ତ ବ୍ୟବସ୍ଥା ଓ ସମସ୍ତ ବିଧି ମାନ୍ୟକରି ପାଳନ କରିବ। ଚିରଦିନ ମୁଁ ସଦାପ୍ରଭୁ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।”