Leviticus 19:4 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ପ୍ରତିମାଗଣଙ୍କୁ ଉପାସନା କରିବା ଉଚିତ୍ ନୁହେଁ। କୌଣସି ଦବେତା ନିର୍ମାଣ କର ନାହିଁ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତୁମ୍ଭେମାନେ ପ୍ରତିମାଗଣକୁ ଉପାସନା କରିବା ଉଚିତ୍ ନୁହେଁ। କୌଣସି ଦେବତା ନିର୍ମାଣ କର ନାହିଁ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।