Leviticus 19:6 — Compare Translations
5 translations compared side by side
Odia - 1840
"ବଳିଦାନ ଦିନ କିମ୍ବା ତା'ର ପରଦିନ ତାହା ଭୋଜନ କରାୟିବ। ଯଦି ତୃତୀୟ ଦିନକୁ ଅବଶିଷ୍ଟ ବଞ୍ଚିବ ତବେେ ତାକୁ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳିଦାନ ଦିନ ଓ ତହିଁ ଆର ଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ବଳିଦାନ ଦିନ କିମ୍ବା ତା’ର ପରଦିନ ତାହା ଭୋଜନ କରାଯିବ। ଯଦି ତୃତୀୟ ଦିନକୁ ଅବଶିଷ୍ଟ ବଞ୍ଚିବ ତେବେ ତାକୁ ଦଗ୍ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।