Leviticus 19:7 — Compare Translations
5 translations compared side by side
Odia - 1840
"ଯବେେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାୟିବ। ତବେେ ତାହା ଘୃଣ୍ଯ ଯୋଗ୍ଯ ଓ ଅଗ୍ରାହ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ। ତେବେ ତାହା ଘୃଣ୍ୟଯୋଗ୍ୟ ଓ ଅଗ୍ରାହ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ।