Leviticus 19:8 — Compare Translations
5 translations compared side by side
Odia - 1840
"ଆଉ ତହିଁର ଭୋକ୍ତା ନିଜ ଅପରାଧ ବହନ କରିବ। କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ତେଣୁ ନିଜ ଲୋକମାନଙ୍କଠାରୁ ପୃଥକ୍ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁର ଭୋକ୍ତା ନିଜ ଅପରାଧ ବହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା । ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତହିଁର ଭୋକ୍ତା ନିଜ ଅପରାଧ ବହନ କରିବ। କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ତେଣୁ ନିଜ ଲୋକମାନଙ୍କଠାରୁ ପୃଥକ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।