Leviticus 19:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଅମଳ ସମୟରେ ଯବେେ ଶସ୍ଯ କାଟୁଛ ତବେେ କ୍ଷେତ୍ରକୁ ନିଃଶଷେ କରି ଶସ୍ଯ କାଟିବ ନାହିଁ। କିମ୍ବା ନିତ ଶସ୍ଯକ୍ଷେତ୍ରରୁ ତ୍ଯକ୍ତ ଶସ୍ଯ ସାଉଣ୍ଟିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଅମଳ ସମୟରେ ଯେବେ ଶସ୍ୟ କାଟୁଛ ତେବେ କ୍ଷେତ୍ରକୁ ନିଃଶେଷ କରି ଶସ୍ୟ କାଟିବ ନାହିଁ। କିମ୍ବା ନିଜ ଶସ୍ୟକ୍ଷେତ୍ରରୁ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ।