Leviticus 2:1 — Compare Translations

5 translations compared side by side

Odia - 1840
"ଆଉ କହେି ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଶସ୍ଯ ନବୈେଦ୍ଯ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦା ରେ ନବୈେଦ୍ଯ ହବେ। ପୁଣି ସେଥି ରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ-ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁଦେବ;
Odia Bible ERV 2004 (ପବିତ୍ର ବାଇବଲ)
ଶସ୍ୟ ନୈବେଦ୍ୟ “ଆଉ କେହି ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଶସ୍ୟ ନୈବେଦ୍ୟ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦାରେ ନୈବେଦ୍ୟ ହେବ। ପୁଣି ସେଥିରେ ସେ ତୈଳ ଢାଳିବ ଓ ତା’ଉପରେ ଲୋବାନି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;
Odia IRV 2017 (ଓଡିଆ ବାଇବେଲ)
ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;