Leviticus 2:10 — Compare Translations

5 translations compared side by side

Odia - 1840
"ସହେି ଶସ୍ଯ-ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣ ଓ ତାହାର ପୁତ୍ରଗଣର ହବେ। ଏହି ଅବଶିଷ୍ଟାଂଶ ଯାହା ସଦାପ୍ରଭୁଙ୍କ ଉପହାରରୁ ନିଆୟାଏ ମହାପବିତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଭକ୍ଷ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶସ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣ ଓ ତାହାର ପୁତ୍ରଗଣର ହେବ। ଏହି ଅବଶିଷ୍ଟାଂଶ ଯାହା ସଦାପ୍ରଭୁଙ୍କ ଉପହାରରୁ ନିଆଯାଏ ତାହା ମହାପବିତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।