Leviticus 2:11 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେ କୌଣସି ଶସ୍ଯ-ନବୈେଦ୍ଯ ଆଣିବ, ତାହା ତାଡିଶୂନ୍ଯ ହବୋ ଉଚିତ୍। ତୁମ୍ବମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ରୂପେ ତାଡି କି ମଧୁ କବେେ ଦଗ୍ଧ କରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଦ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଶସ୍ୟ-ନୈବେଦ୍ୟ ଆଣିବ, ତାହା ତାଡ଼ିଶୂନ୍ୟ ହେବା ଉଚିତ୍। ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ରୂପେ ତାଡ଼ି କି ମଧୁ କେବେ ଦଗ୍ଧ କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।