Leviticus 2:12 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ପ୍ରଥମଜାତ ଫଳର ନବୈେଦ୍ଯ ରୂପେ ତାଡି କି ମଧୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିଶ୍ଚିତ ଉତ୍ସର୍ଗ କରିପାର, କିନ୍ତୁ ଏହା ସଦାପ୍ରଭୁଙ୍କୁ ଗୋଟିଏ ମଧୁର ସୁଗନ୍ଧି ଉପହାର ହବେ। ଏହାକୁ ୟଜ୍ଞବଦେୀ ଉପରକୁ ନିଆ ୟାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାଡ଼ି କି ମଧୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଶ୍ଚିତ ଉତ୍ସର୍ଗ କରିପାର, କିନ୍ତୁ ଏହା ସଦାପ୍ରଭୁଙ୍କୁ ଗୋଟିଏ ମଧୁର ସୁଗନ୍ଧି ଉପହାର ହେବ। ଏହାକୁ ଯଜ୍ଞବେଦି ଉପରକୁ ନିଆ ଯାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।