Leviticus 2:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମସ୍ତ ଶସ୍ଯ ନବୈେଦ୍ଯ ରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ବରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ଯ ନବୈେଦ୍ଯ ରେ ଦବେ। ଆଉ ତୁମ୍ଭର ସମସ୍ତ ନବୈେଦ୍ଯ ସହିତ ଲବଣ ଏକ ଅଂଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟକୁ ତୁମ୍ଭ ପରମେଶ୍ଵରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସମସ୍ତ ଶସ୍ୟ ନୈବେଦ୍ୟରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ୱରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ୟ ନୈବେଦ୍ୟରେ ଦେବ। ଆଉ ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଏକ ଅଂଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।