Leviticus 2:14 — Compare Translations
5 translations compared side by side
Odia - 1840
"ପୁଣି ଯବେେ ତୁମ୍ଭେ ତୁମ୍ଭର ପ୍ରଥମଜାତ ଶସ୍ଯ ନବୈେଦ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କର, ତବେେ ତୁମ୍ଭ ପ୍ରଥମଜାତ ଶସ୍ଯ ନବୈେଦ୍ଯ ରୂପେ ଅଗ୍ନି ରେ ଭଜା ତାଜା ଶସ୍ଯ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେବେ ତୁମ୍ଭେ ଆପଣା ପ୍ରଥମଜାତ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମଜାତ ଶସ୍ୟ ନୈବେଦ୍ୟ “ପୁଣି ଯେବେ ତୁମ୍ଭେ ତୁମ୍ଭର ପ୍ରଥମଜାତ ଶସ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଶସ୍ୟ ନୈବେଦ୍ୟ ରୂପେ ଅଗ୍ନିରେ ଭଜା ତାଜା ଶସ୍ୟ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।