Leviticus 2:15 — Compare Translations

5 translations compared side by side

Odia - 1840
"ପୁଣି ତାହା ଉପରେ ତୈଳ ଦବେ ଓ ଲୋବାନି ରଖିବ। ତାହା ଶସ୍ଯ ନବୈେଦ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ-ନୈବେଦ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତାହା ଉପରେ ତୈଳ ଦେବ ଓ ଲୋବାନି ରଖିବ। ତାହା ଶସ୍ୟ ନୈବେଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।