Leviticus 2:3 — Compare Translations

5 translations compared side by side

Odia - 1840
"ଏହି ଶସ୍ଯ ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହବେ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆୟାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଭକ୍ଷ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣରଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଶସ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆଯାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
Odia IRV 2017 (ଓଡିଆ ବାଇବେଲ)
ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।