Leviticus 2:4 — Compare Translations
5 translations compared side by side
Odia - 1840
"ଆଉ ଯଦି କହେି ତୁନ୍ଦୁର ରେ ପକ୍ବ କରି ଶସ୍ଯ-ନବୈେଦ୍ଯ ଦିଏ, ତବେେ ତାହା ତାଡିଶୁନ୍ଯ ରୋଟୀ ଓ ତୈଳର ଛଣା ୟାଇଥିବା ସରୁ ମଇଦାର ପିଠା କିମ୍ବା ତୈଳାକ୍ତ ସରୁଚକୁଳୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭେ ଭକ୍ଷ୍ୟ-ନୈବେଦ୍ୟ ରୂପେ ତନ୍ଦୁରରେ ପକ୍ଵ ଦ୍ରବ୍ୟ ଦିଅ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପକ୍ୱ ଶସ୍ୟ ନୈବେଦ୍ୟ “ଆଉ ଯଦି କେହି ତୁନ୍ଦୁରରେ ପକ୍ୱ କରି ଶସ୍ୟ-ନୈବେଦ୍ୟ ଦିଏ, ତେବେ ତାହା ତାଡ଼ିଶୂନ୍ୟ ରୋଟୀ ଓ ତୈଳରେ ଛଣା ଯାଇଥିବା ସରୁ ମଇଦାର ପିଠା କିମ୍ବା ତୈଳାକ୍ତ ସରୁଚକୁଳୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।