Leviticus 2:5 — Compare Translations
5 translations compared side by side
Odia - 1840
"ପୁଣି ଯଦି ନବୈେଦ୍ଯ କରଇେ ରେ ସକୋ ହାଇେଥିବା ପିଠା ହୁଏ, ତବେେ ଏହା ନିଶ୍ଚିତ ତାଡିଶୂନ୍ଯ ସରୁ ମଇଦାରୁ ତିଆରି ହାଇେ ତୈଳ ରେ ଭଜା ହାଇେ ତିଆରି ହାଇେଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯଦି ନୈବେଦ୍ୟ କରେଇରେ ସେକା ହୋଇଥିବା ପିଠା ହୁଏ, ତେବେ ଏହା ନିଶ୍ଚିତ ତାଡ଼ିଶୂନ୍ୟ ସରୁ ମଇଦାରୁ ତିଆରି ହୋଇ ତୈଳରେ ଭଜା ହୋଇ ତିଆରି ହୋଇଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।