Leviticus 2:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତା'ଉପରେ ତୈଳ ଢାଳିବ, ତାହା ହିଁ ଶସ୍ଯ ନବୈେଦ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ଖଣ୍ତ ଖଣ୍ତ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ-ନୈବେଦ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତା’ଉପରେ ତୈଳ ଢାଳିବ, ତାହା ହିଁ ଶସ୍ୟ ନୈବେଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।