Leviticus 2:7 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ କରଇେ ରେ ରୋଷଇେ ହାଇେ ଶକୋ ୟାଇଥିବା ଶସ୍ଯ ଦିଅ, ତବେେ ତାହା ନିଶ୍ଚିତ ତଲେ ରେ ଭଜା ୟାଇଥିବ ଓ ସରୁ ମଇଦା ରେ ହାଇେ କରଇେ ରେ ପରସା ୟାଇଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ କରେଇରେ ପକ୍ଵ ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳପକ୍ଵ ସରୁ ମଇଦାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ କରେଇରେ ରୋଷେଇ ହୋଇ ଶେକା ଯାଇଥିବା ଶସ୍ୟ ଦିଅ, ତେବେ ତାହା ନିଶ୍ଚିତ ତେଲରେ ଭଜା ଯାଇଥିବ ଓ ସରୁ ମଇଦାରେ ହୋଇ କରେଇରେ ପରସା ଯାଇଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।