Leviticus 2:8 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏହିସବୁ ଦ୍ରବ୍ଯ ରେ ପ୍ରସ୍ତୁତି ଶସ୍ଯ ନବୈେଦ୍ଯ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ଆଉ ତାହା ଯାଜକକୁ ଦବେ ଓ ଯାଜକ ତାକୁ ନଇେ ୟଜ୍ଞବଦେୀ ଉପରେ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ-ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତି ଶସ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ଆଉ ତାହା ଯାଜକକୁ ଦେବ ଓ ଯାଜକ ତାକୁ ନେଇ ଯଜ୍ଞବେଦି ଉପରେ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।