Leviticus 2:9 — Compare Translations
5 translations compared side by side
Odia - 1840
"ପୁଣି ଯାଜକ ସହେି ଭଜା ଶସ୍ଯରୁ କିଛି ଅଂଶ ନବୋ ଉଚିତ୍ ଓ ୟଜ୍ଞବଦେୀ ଉପରେ ଏହି ସ୍ମରଣାର୍ଥକ ଅଂଶ ଦଗ୍ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନବୈେଦ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ତତ୍-ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ସେହି ଭଜା ଶସ୍ୟରୁ କିଛି ଅଂଶ ନେବା ଉଚିତ୍ ଓ ଯଜ୍ଞବେଦି ଉପରେ ଏହି ସ୍ମରଣାର୍ଥକ ଅଂଶ ଦଗ୍ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।