Leviticus 20:10 — Compare Translations
5 translations compared side by side
Odia - 1840
"ଯଦି କୌଣସି ପୁରୁଷ ତା'ର ପ୍ରତିବେଶୀର ଭାର୍ୟ୍ଯା ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ଯଭିଚାର ପାଇଁ ଅପରାଧୀ ଓ ଉଭୟେ ମୃତ୍ଯୁବରଣ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତା; ହତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୌନ ସମ୍ପର୍କୀୟ ପାପଗୁଡ଼ିକ ପାଇଁ ଦଣ୍ଡ “ଯଦି କୌଣସି ପୁରୁଷ ତା’ର ପ୍ରତିବାସୀର ଭାର୍ଯ୍ୟା ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ୟଭିଗ୍ଭର ପାଇଁ ଅପରାଧୀ ଓ ଉଭୟେ ମୃତ୍ୟୁବରଣ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।