Leviticus 20:11 — Compare Translations
5 translations compared side by side
Odia - 1840
"ଯଦି କୌଣସି ବ୍ଯକ୍ତି ତା'ର ପିତୃ ଭାର୍ୟ୍ଯା ସହିତ ଦୈହୀକ ସଂପର୍କ ରେଖ, ସେ ତାଙ୍କର ପିତାକୁ ଅସମ୍ମାନ କରିଥାଏ। ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ମୃତ୍ଯୁଦଣ୍ଡ ପାଇବେ। ସମାନେେ ନିଜର ଅପରାଧ ପାଇଁ ଦାଯୀ ରହିବେ। ସହେି ସ୍ତ୍ରୀ ତା'ର ପିତାର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଲୋକ ଆପଣା ପିତୃଭାର୍ଯ୍ୟା ସହିତ ଶୟନ କରେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ବ୍ୟକ୍ତି ତା’ର ପିତୃ ଭାର୍ଯ୍ୟା ସହିତ ଦୈହୀକ ସମ୍ପର୍କ ରଖେ, ସେ ତାଙ୍କର ପିତାକୁ ଅସମ୍ମାନ କରିଥାଏ। ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ମୃତ୍ୟୁଦଣ୍ଡ ପାଇବେ। ସେମାନେ ନିଜର ଅପରାଧ ପାଇଁ ଦାୟୀ ରହିବେ। ସେହି ସ୍ତ୍ରୀ ତା’ର ପିତାର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।